ଭିଜିଲାନ୍ସ ହାତରେ ଧରାପଡ଼ିଲା ସୁବର୍ଣ୍ଣପୁର ଜିଲ୍ଲା ଶିଳ୍ପ କେନ୍ଦ୍ର ଜିଏମ୍

Published By : Prameya-News7 Bureau | December 21, 2024 IST

ସୁବର୍ଣ୍ଣପୁର ୨୧।୧୨: ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଲ୍ଲା ଶିଳ୍ପ କେନ୍ଦ୍ର ଜେନେରାଲ ମ୍ୟାନେଜର । DICର ଜେନେରାଲ ମ୍ୟାନେଜର ବିପିନ ଦେହୁରୀଙ୍କୁ ଧରିଲା ଭିଜିଲାନ୍ସ । ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ଟିମ୍ । ଏକ ଲୋନ୍‌ କରାଇଦେବାକୁ ହିତାଧିକାରୀଙ୍କ ଠାରୁ ଲାଞ୍ଚ ନେଉଥିଲେ ବିପିନ । ପୂର୍ବରୁ ଏନେଇ ଖବର ପାଇ ଛକି ବସିଥିଲା ଭିଜିଲାନ୍ସ । ଟଙ୍କା ଦେବା ବେଳେ ଭିଜିଲାନ୍ସ ତାଙ୍କୁ ଧରିଛି । ଏ ନେଇ ଅଧିକ ଖୋଳତାଡ଼ କରୁଛି ଭିଜିଲାନ୍ସ ଟିମ୍ ।

You Can Read:

୩ ଦିନ ପରେ ରାଜ୍ୟରେ ବଢିବ ଶୀତ, ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ କମିବ ତାପମାତ୍ରା


  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.