ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଅସୁସ୍ଥ, ମେଡିକାଲରେ ଭର୍ତ୍ତି

Published By : Prameya-News7 Bureau | May 28, 2024 IST

ଭୁବନେଶ୍ବର ୨୮।୫: ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ତଥା ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଅସୁସ୍ଥ ହୋଇଛନ୍ତି । ଶ୍ବାସଜନିତ ସମସ୍ୟା ପାଇଁ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ସେ ଭର୍ତ୍ତି ହୋଇଛନ୍ତି । ଏ ନେଇ ସେ ନିଜେ ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ ସୂଚନା ଦେଇଛନ୍ତି ।

ସେ ଲେଖିଛନ୍ତି ଯେ, ‘ପୋଷ୍ଟ କୋଭିଡ୍ ଯୋଗୁଁ ହୋଇଥାଇପାରେ, ମୋତେ ନିଶ୍ୱାସ ପ୍ରଶ୍ୱାସ ନେବାରେ ସମସ୍ୟା ହେଉଛି, ଫଳରେ ଡାକ୍ତରଖାନାରେ ଭର୍ତ୍ତି ହୋଇଛି । ସେଠାରେ ଡାକ୍ତରମାନେ ମୋର ଯତ୍ନ ନେଉଛନ୍ତି ।’




You Can Read :

ଛାତ୍ରୀ ନିବାସରେ ବୁଲାଇଲେ କଳାକନା, କବାଟ-ଝରକା ତାଡ଼ି ଲୁଟିନେଲେ ଦୁର୍ବୃତ୍ତ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.