ଜଳୁଛି ପଶ୍ଚିମ ଓଡ଼ିଶା, ଝାରସୁଗୁଡାରେ ୪୨ଡ଼ିଗ୍ରୀ ଅତିକ୍ରମ କଲା ତାତି

Published By : Prameya-News7 Bureau | March 28, 2025 IST

ଭୁବନେଶ୍ବର ଝାରସୁଗୁଡାରେ ୪୨ଡ଼ିଗ୍ରୀ ଅତିକ୍ରମ କଲା ତାତି । ଶୁକ୍ରବାର ଦିନ ୨ଟା ୩୦ ମିନିଟ୍ ସୁଦ୍ଧା ରେକର୍ଡ ତାପମାତ୍ରା ଅନୁଯାୟୀ ଝାରସୁଗୁଡାରେ ୪୨.୨ ଡ଼ିଗ୍ରୀ, ସମ୍ବଲପୁରରେ ୪୧.୬ ଡ଼ିଗ୍ରୀ, ରାଉରକେଲାରେ ୪୦.୨ ଡ଼ିଗ୍ରୀ, ହୀରାକୁଦରେ ୪୦ ଡ଼ିଗ୍ରୀ, ଚାନ୍ଦବାଲିରେ ୩୯.୮ ଡ଼ିଗ୍ରୀ, ଭୁବନେଶ୍ୱରରେ ୩୯.୮ ଡ଼ିଗ୍ରୀ ଏବଂ କେନ୍ଦୁଝରରେ ୩୭.୬ ଡ଼ିଗ୍ରୀ ସେଲସିୟସ୍ ରହିଛି ।

You Can Read:

କଂଗ୍ରେସର ବିଧାନସଭା ଘେରାଉ କାର୍ଯ୍ୟକ୍ରମ ପାଇଁ ଶାସକ ଦଳ ଦାୟୀ : ଦେବାଶିଷ ସାମନ୍ତରାୟ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.