ଭୁବନେଶ୍ବର ୪।୧୨: ବୁଧବାର ବିଧାନସଭାରେ ପାରିତ ହୋଇଛି ବିଭିନ୍ନ ବିଭାଗର ଖର୍ଚ୍ଚ ଦାବି । ଗୃହରେ ପାରିତ ହେଲା ରାଜସ୍ବ ବିପର୍ଯ୍ୟୟ ପରିଚାଳନା ବିଭାଗର ୨୦ କୋଟି ୨୨ ଲକ୍ଷ ୫୩ ହଜାର କୋଟି ଟଙ୍କା । ଏହାସହ ଅନୁସୂଚିତ ଜାତି, ଜନଜାତି ବିଭାଗର ଖର୍ଚ୍ଚ ଦାବି ଗୃହରେ ପାରିତ ହୋଇଛି । ଅବଶିଷ୍ଟ ବିଭାଗର ଖର୍ଚ୍ଚ ଦାବି ମଧ୍ୟ ଗୃହରେ ପାରିତ ହୋଇଛି ।
ସେପଟେ ଗୃହକୁ ଗୁରୁବାର ପୂର୍ବାହ୍ନ ୧୦ଟା ୩୦ ମିନିଟ୍ ପର୍ଯ୍ୟନ୍ତ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢ଼ୀ ।
You Can Read:
ବିଧାନସଭାରେ ତାରାଙ୍କ ଷଣ୍ଢ ଚିନ୍ତା, ମନ୍ତ୍ରୀ କହିଲେ- ଷଣ୍ଢ ସଂଖ୍ୟା ବୃଦ୍ଧି ପାଇଁ ପଦକ୍ଷେପ ନେଉଛନ୍ତି ସରକାର