ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଦୁଇ ଦିନ ହାଇକୋର୍ଟ ବନ୍ଦ ରହିବ

Published By : Prameya-News7 Bureau | October 23, 2024 IST

ଭୁବନେଶ୍ବର ୨୩।୧୦: ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ହାଇକୋର୍ଟ ବନ୍ଦ ରହିବ । ଆସନ୍ତା ୨୪ ଓ ୨୫ ତାରିଖ ବନ୍ଦ ରହିବ ହାଇକୋର୍ଟ । ଏହା ବଦଳରେ ନଭେମ୍ବର ୩୦ (ଶନିବାର) ଖୋଲା ରହିବ କୋର୍ଟ । ଡିସେମ୍ବର ୭ ଶନିବାର ଖୋଲା ରହିବ ହାଇକୋର୍ଟ । ଏ ନେଇ ହାଇକୋର୍ଟ ରେଜିଷ୍ଟ୍ରି ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି ।

ସେପଟେ ଆସନ୍ତା ୨୪ ଓ ୨୫ ତାରିଖରେ ବିଭିନ୍ନ ଅନୁଷ୍ଠାନକୁ ବନ୍ଦ ଘୋଷଣା କରିଛନ୍ତି ସରକାର । ସଂଗ୍ରାହାଳୟ, ଅଭିଲେଖାଗାର, ଷ୍ଟେଟ୍‌ ଲାଇବ୍ରେରୀ, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ବିଶ୍ୱବିଦ୍ୟାଳୟ, ରବୀନ୍ଦ୍ର ମଣ୍ଡପ, ଭଞ୍ଜକଳା ମଣ୍ଡପ, ଉତ୍କଳ ମଣ୍ଡପ ବନ୍ଦ ରହିବ ।

You Can Read:

ବାତ୍ୟା ‘ଦାନା’ର ସମୀକ୍ଷା କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

  • odisha
  • OdishaNews
  • Cyclone Dana
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.