କଂଗ୍ରେସର ପୂର୍ବତନ ପିସିସି ସଭାପତି ଜୟଦେବ ଜେନାଙ୍କୁ ଧମକପୂର୍ଣ୍ଣ କଲ୍, ୫୦ଲକ୍ଷ ନଦେଲେ ଜୀବନରୁ ମାରିଦେବାକୁ ଧମକ

Published By : Prameya-News7 Bureau | February 05, 2025 IST

ଭୁବନେଶ୍ବର ୫କଂଗ୍ରେସ ବରିଷ୍ଠ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଲୁଟ୍ ପରେ ଏବେ ଟାର୍ଗେଟରେ କଂଗ୍ରେସ ପୂର୍ବତନ ପିସିସି ସଭାପତି ଜୟଦେବ ଜେନା । ଅଜଣା ନମ୍ବରରୁ ୫୦ଲକ୍ଷ ଟଙ୍କା ଦେବାକୁ ଜୟଦେବଙ୍କ ନିକଟକୁ ଆସିଛି ଧମକପୂର୍ଣ୍ଣ । ୫୦ଲକ୍ଷ ଦିଅ ନହେଲେ ଜୀବନରୁ ମାରିଦେବାକୁ ଧମକ ଦେଲେ ଦୁର୍ବୃତ୍ତ ।  ଓଡ଼ିଆ ଭାଷାରେ କଥା ହେଉଥିଲେ ଦୁର୍ବୃତ୍ତ । ଭୁବନେଶ୍ବର କ୍ୟାପିଟାଲ ଥାନାରେ ଏନେଇ ଅଭିଯୋଗ ଦେଇଛନ୍ତି ଜୟଦେବ ଜେନା । ରାଜ୍ୟରେ ଆଇନଶୃଙ୍ଖଳ ସ୍ଥିତି ସମ୍ପୂର୍ଣ୍ଣ ଭୁଶୁଡି ପଡ଼ିଥିବା ଜୟଦେବ ଅଭିଯୋଗ କରିଛନ୍ତି । ଧମକ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଜୟଦେବ ଜେନା ଅଭିଯୋଗ କରିଛନ୍ତି ବୋଲି ଗଣମାଧ୍ୟମରେ ସୂଚନା ଦେଇଛନ୍ତି ।

You Can Read:

ସରକାରୀ ଯୋଜନାରେ ସାମିଲ କର ନଚେତ୍ ସରକାରୀ ଚାକିରି ଦିଅ, ତାଙ୍କ କାଗଜପତ୍ର ଦେଇ ଭାଇ ଚାକିରି ହାତେଇଥିବା ଅଭିଯୋଗ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.