ଚଳିତ ମାସରେ ଶ୍ରୀମନ୍ଦିରରେ ହେବନି ଧାଡ଼ି ଦର୍ଶନ ଟ୍ରାଏଲ ରନ୍, ଭିଡ଼କୁ ଦୃଷ୍ଟିରେ ରଖି ନିଷ୍ପତ୍ତି

Published By : Prameya-News7 Bureau | December 26, 2024 IST

ଭୁବନେଶ୍ବର ୨୬।୧୨: ଏବେ ହେବନି ଧାଡ଼ି ଦର୍ଶନ ଟ୍ରାଏଲ ରନ୍ । ଏ ନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ମନ୍ତ୍ରୀ କହିଛନ୍ତି, ଚଳିତ ମାସରେ ଶ୍ରୀମନ୍ଦିରରେ ହେବନି ଧାଡ଼ି ଦର୍ଶନର ଟ୍ରାଏଲ୍ ରନ୍ । ଶ୍ରଦ୍ଧାଳୁଙ୍କ ଭିଡ଼କୁ ଦୃଷ୍ଟିରେ ରଖି ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି ବୋଲି ଆଇନ ମନ୍ତ୍ରୀ କହିଛନ୍ତି । 

ଗଙ୍ଗା ସ୍ନାନ ପଡୁଥିବାରୁ ଜାନୁଆରୀ ୨୦ ଯାଏଁ ପୁରୀରେ ଭିଡ଼ ରହିବ । ସେଥିପାଇଁ ଜାନୁଆରୀ ୨୦ରୁ ୨୨ ତାରିଖ ମଧ୍ୟରେ ଧାଡ଼ି ଦର୍ଶନ ବ୍ୟବସ୍ଥା ପୂର୍ଣ୍ଣାଙ୍ଗ ଭାବେ ଲାଗୁ ହେବ ବୋଲି ମନ୍ତ୍ରୀ କହିଛନ୍ତି ।


You Can Read:

ଗାଁ ପୋଖରୀରୁ ମିଳିଲା ଶିଶୁକନ୍ୟାର ମୃତଦେହ, ଛାନଭିନ୍ ଆରମ୍ଭ କଲା ପୋଲିସ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.