କେନ୍ଦୁଝର ୧୧।୬: ଦୁଇ ବାଇକ୍ ମୁହାଁମୁହିଁ ଧକ୍କା । ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । କେନ୍ଦୁଝର ଜିଲ୍ଲା ଟାଉନ ଥାନା ଅନ୍ତର୍ଗତ ମଣ୍ଡୁଆ ସାହି ନିକଟରେ ଦୁର୍ଘଟଣା ଘଟିଛି । ମୃତକଙ୍କ ପରିଚୟ ମିଳିପାରିନାହିଁ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ସୂଚନାଯୋଗ୍ୟ ଯେ, କେନ୍ଦୁଝର ଜିଲ୍ଲା ଟାଉନ ଥାନା ଅନ୍ତର୍ଗତ ମଣ୍ଡୁଆ ସାହି ନିକଟରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣା ଫଳରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । ଦୁଇ ମୃତକଙ୍କ ପରିଚୟ ମିଳିପାରିନାହିଁ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ମେଡିକାଲ ପଠାଇ ତଦନ୍ତ ଜାରି ରଖିଛି ।
You Can Read :
ରେଲୱେ ଟ୍ରାକ୍ରେ ପଡିଛି BSF ଯବାନଙ୍କ ମୃତଦେହ, ଆତ୍ମହତ୍ୟା ସନ୍ଦେହ