ଅଗ୍ନିକାଣ୍ଡରେ ଜଳିଗଲା ଦୁଇ ବଖରା ଘର, କାରଣ ଅସ୍ପଷ୍ଟ

Published By : Prameya-News7 Bureau | June 24, 2024 IST

ଆଠଗଡ ୨୪।୬: କଟକ ଜିଲ୍ଲା ନରସିଂହପୁର ବ୍ଲକ ଅନ୍ତର୍ଗତ ନରସିଂହପୁର ବ୍ଲକ ଅନ୍ତର୍ଗତ ଏକଡାଳ ଗ୍ରାମର ଅନ୍ତର ପ୍ରଧାନଙ୍କ ଘରେ ଅଗ୍ନିକାଣ୍ଡ । ରବିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡରେ ଦୁଇ ବଖରା ଘର ସମ୍ପୂର୍ଣ୍ଣ ଜଳିଯିବା ସହିତ ଘରର ସମସ୍ତ ଆସବାବପତ୍ର ପୋଡିଯାଇଛି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଗ୍ରାମବାସୀଙ୍କ ସହଯୋଗରେ ନିଆଁକୁ ଆୟତ୍ତ କରିଛନ୍ତି ।

You Can Read :

ନବ ନିର୍ବାଚିତ ବିଧାୟକ ଶାରଦା ପ୍ରସାଦ ପ୍ରଧାନଙ୍କୁ ସମ୍ବର୍ଦ୍ଧନା

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.