ନରେନ୍ଦ୍ର ପୁଷ୍କରିଣୀରେ ଅଭାବନୀୟ ଘଟଣା : ଗାଧୋଉଥିବା ବେଳେ ବୁଡ଼ିଯାଇ ଦୁଇ ଯୁବକଙ୍କ ମୃତ୍ୟୁ

Published By : Prameya-News7 Bureau | October 01, 2024 IST

ପୁରୀ ୧।୧୦: ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ଅଭାବନୀୟ ଘଟଣା ଘଟିଯାଇଛି । ଗାଧୋଉଥିବା ବେଳେ ବୁଡ଼ିଯାଇ ଦୁଇ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଦୁଇ ଯୁବକଙ୍କ ପରିଚୟ ମିଳିପାରିନାହିଁ । ଖବର ପାଇ ଅଗ୍ନିଶମ ବିଭାଗ ପହଞ୍ଚି ଦୁଇ ମୃତଦେହକୁ ଉଦ୍ଧାର କରିଛି । ଶବ ବ୍ୟବଚ୍ଛେଦ ପାଇଁ ମେଡ଼ିକାଲକୁ ପଠାଇଛି କୁମ୍ଭାରପଡ଼ା ଥାନା ପୋଲିସ । ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।

You Can Read:

ସମ୍ବଲପୁର ଜୁ ଖୁଆଡକୁ ଆସିଲା ମଣିଷଖିଆ ବାଘ, ନୂଆପଡ଼ାରୁ ହୋଇଥିଲା ଟ୍ରାଙ୍କୁଲାଇଜ୍

 

 

 

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.